You are currently viewing ରାଜଧାନୀରୁ ୮ କରୋନା ପଜିଟିଭ ଚିହ୍ନଟ

ରାଜଧାନୀରୁ ୮ କରୋନା ପଜିଟିଭ ଚିହ୍ନଟ

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ୮ କରୋନା ପଜିଟିଭ ଚିହ୍ନଟ ,ସୁସ୍ଥ ସଂଖ୍ୟା ୭ | ସଙ୍ଗରୋଧ କେନ୍ଦ୍ରରୁ ୧ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୭ ରହିଛି |ଯାହା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି |

ତେବେ ଭୁବନେଶ୍ୱରରୁ ମୋଟ କୋଭିଡ ପଜିଟିଭ ସଂଖ୍ୟା ୩୧୮୨୭ ,ସୁସ୍ଥ ସଂଖ୍ୟା ୩୧୩୫୫, ମୃତ୍ୟୁ ସଂଖ୍ୟା ୨୪୫ ରହିଛି | ବର୍ତ୍ତମାନ ସୁଦ୍ଧା ଆକ୍ଟିଭ କେସ ୨୦୬ ରହିଛି |

ଅନ୍ୟମାନଙ୍କୁ ଜଣାନ୍ତୁ।