You are currently viewing ସ୍ଥଗିତ ହେଲା ଏମବିବିଏସ ପରୀକ୍ଷା

ସ୍ଥଗିତ ହେଲା ଏମବିବିଏସ ପରୀକ୍ଷା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର-୨୮.୦୪.୨୦୨୧, କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଉତ୍କଳ ବିଶ୍ୱବିଦ୍ୟାଳୟ ଦ୍ବାରା ପରିଚାଳିତ ସମସ୍ତ ମେଡିକାଲ କଲେଜଗୁଡ଼ିକରେ ଏମବିବିଏସ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ପରବର୍ତ୍ତୀ ବିଜ୍ଞପ୍ତି ପ୍ରକାଶ ପାଇବା ପର୍ଯ୍ୟନ୍ତ ପରୀକ୍ଷାକୁ ସ୍ଥଗିତ କରାଯାଇଛି । ଏନେଇ ବିଶ୍ବବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ଶରତ ମାଝୀ ସୂଚନା ଦେଇଛନ୍ତି।
ଏଠାରେ ସୂଚନା ଯୋଗ୍ୟ ଯେ, ଆସନ୍ତା ଏପ୍ରିଲ ୩୦ରୁ ମେ ପର୍ଯ୍ୟନ୍ତ ଏହି ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। କରୋନା ସଂକ୍ରମଣ ବ୍ୟାପକ ହେଉଥିବାରୁ । ଏହାକୁ ଦୃଷ୍ଟିରେ ରଖି ଏହି ପରୀକ୍ଷାକୁ ସ୍ଥଗିତ କରାଯାଇଛିା

ଅନ୍ୟମାନଙ୍କୁ ଜଣାନ୍ତୁ।