You are currently viewing ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର ୨୧/୧୨: ରାଜ୍ୟରେ ଗତ ୨୪ ଘଣ୍ଟାରେ  ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୪୬ବୃଦ୍ଧି ପାଇଛି । ମୃତକ ଖୋର୍ଦ୍ଧା ଜିଲ୍ଲାରୁ ବୋଲି ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୩୧୬୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସକ୍ରିୟ ମାମଲା ୧୭୯୨ଟି ରହିଥିବା ବେଳେ ୧୦୪୨୮୭୫ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।