ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରୁଛନ୍ତି ମୁଖ୍ୟମନ୍ତ୍ରୀ Post published:August 31, 2020 Post category:ଓଡିଶା / ତାଜା ଖବର Reading time:1 mins read ଭୁବନେଶ୍ୱର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶମାର୍ଗରେ ରହି ବନ୍ୟାଞ୍ଚଳ ପରିଦର୍ଶନ କରୁଛନ୍ତି । ପରିଦର୍ଶନ କରିବା ପରେ ଏହାର ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଦେବୀ ଓ ଭାର୍ଗବୀ ନଦୀ ବିପଦ ସଙ୍କେତ ଉପରେ ପାଣି ଥିବା ଯୋଗୁଁ ପ୍ରଭାବିତ ହୋଇଛନ୍ତି ଅନେକ ଜନସାଧାରଣ । ଅନ୍ୟମାନଙ୍କୁ ଜଣାନ୍ତୁ। You Might Also Like ସିଇଟିର ଗଣିତ ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢଉ November 23, 2020 ଜଗା ଦର୍ଶନ ପରେ ଭାବବିହୋଳ ହେଲେ ରାଷ୍ଟ୍ରପତି November 10, 2022 ANS NEWS SUPERFAST2@10 September 8, 2022 ଆଉ ୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ, ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ February 19, 2024
ଆଉ ୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ, ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ February 19, 2024