You are currently viewing ପିଟି ପିଟି ଯୁବକଙ୍କୁ ହତ୍ୟା

ପିଟି ପିଟି ଯୁବକଙ୍କୁ ହତ୍ୟା

  • Post category:ଓଡିଶା
  • Reading time:1 mins read

ଖଲ୍ଲିକୋଟ(ଏଏନଏସ) ୨୩/୦୪, ଗଞ୍ଜାମ ଜିଲ୍ଲା  ଛତ୍ରପୁର ଥାନା ଅଧିନ ହଂସପୁର ଗ୍ରାମରେ  ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି ।

ସୂଚନା ଅନୁସାରେ , ଶୁକ୍ରବାର ବିଳମ୍ବିତ ରାତିରେ ଛତ୍ରପୁର ଥାନା ଅଧିନ ହଂସପୁର ଗ୍ରାମରେ  ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ମୃତକ ଜଣଙ୍କ ହେଲେ ସେହି ଗ୍ରାମର କୃଷ୍ଣଚନ୍ଦ୍ର ପରିଡା ।ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସୂଚନା ମିଳିଛି । ଘଟଣା ବାବଦରେ ଖବର ପାଇ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।