ନୂଆଦିଲ୍ଲୀ, ଉତ୍ତରପ୍ରଦେଶର ଯୋଗୀ ସରକାର ମୁସଲମାନ ସମେତ ଅନ୍ୟ ସମସ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଏକ ବିଶେଷ ଉପହାର ଦେଇଛନ୍ତି। ଯୋଗୀ ସରକାରଙ୍କ ଘୋଷଣା ଅନୁଯାୟୀ ସଂଖ୍ୟାଲଘୁ ସମ୍ପ୍ରଦାୟର ଝିଅ ବିବାହ ପାଇଁ ୨୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ। ରାଜ୍ୟ ସରକାର ଏହି ଦିଗରେ ପଦକ୍ଷେପ ନେଇଛନ୍ତି। ଏହା ଅଧୀନରେ ଗରିବ ପିତାମାତାଙ୍କ ଝିଅ ବିବାହ ପାଇଁ ୨୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ।