ଭୁବନେଶ୍ୱର (24.4.23): ସୁଧ ରିହାତି ବିତରଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୩୫ ଲକ୍ଷ ଚାଷୀଙ୍କୁ ମିଳିଲା ଦ୍ୱିତୀୟ ପର୍ଯ୍ୟାୟ ସୁଧ ରିହାତି ଟଙ୍କା। ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃିଷିଋଣ ସମବାୟ ସମିତିମାନଙ୍କୁ ୨୦୨୨-୨୩ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ସୁଧ ରିହାତିର ବିତରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।ଚାଷୀମାନେ ଅର୍ଥନୀତିର ଆତ୍ମା ଓ ବିକାଶର ଧାରା। ଚାଷୀ, ଯୁବପିଢ଼ି ଓ ମା’ମାନେ ସଶକ୍ତ ଓଡ଼ିଶାର ସାଥୀ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଚାଷୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ସ୍ୱତନ୍ତ୍ର ବଜେଟ ହୋଇଛି। କାଳିଆ ଶିକ୍ଷା ବୃତ୍ତି ଚାଷୀମାନଙ୍କ ପିଲାମାନଙ୍କୁ ଦିଆଯାଉଥିବା କହିଛନ୍ତି ନବୀନ।
୩୫ ଲକ୍ଷ ଚାଷୀଙ୍କୁ ମିଳିଲା ଦ୍ୱିତୀୟ ପର୍ଯ୍ୟାୟ ସୁଧ ରିହାତି ଟଙ୍କା
- Post published:April 24, 2023
- Post category:ଓଡିଶା
- Reading time:1 mins read