cm

ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

  • Post category:ଓଡିଶା
  • Reading time:1 mins read

ଭୁବନେଶ୍ୱର(ଏଏନଏସ): ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସକାଳ ୧୧ଟା ୩୦ରେ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି ମୁଖ୍ୟମନ୍ତ୍ରୀ। ଗସ୍ତ ଅବସରରେ ଏସିଆନ୍ ହାର୍ଟ ଇନଷ୍ଟିଚ୍ୟୁଟ୍ ପ୍ରତିଷ୍ଠାତା ଡଃ ରମାକାନ୍ତ ପଣ୍ଡାଙ୍କ ଦ୍ବାରା ସ୍ଥାପିତ ଏସିଆନ୍ ୱାଇଲ୍ଡ ଲାଇଫ୍ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ସହ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ। 

ଅନ୍ୟମାନଙ୍କୁ ଜଣାନ୍ତୁ।