cm

ଭୁବନେଶ୍ୱରରେ ଅବତରଣ କରିପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

  • Post category:ଓଡିଶା
  • Reading time:1 mins read

ଏଏନଏସ: ଭୁବନେଶ୍ୱରରେ ଅବତରଣ କରିପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର | ଖଡ଼ିଆଳରୁ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରୁଥିବା ବେଳେ କାଳବୈଶାଖୀ ଯୋଗୁଁ ଭୁବନେଶ୍ୱରରେ ଅବତରଣ କରିପାରିନଥିଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର | ଫଳରେ ଅଧଘଣ୍ଟା ଆକାଶରେ ଉଡ଼ିଥିଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର | ଏହାପରେ ଝାରସୁଗୁଡ଼ା ଯାଇଥିଲା ହେଲିକପ୍ଟର | ସେଠାରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଜରୁରୀ ଅବତରଣ କରିଥିଲା | ଏହି ହେଲିକପ୍ଟରରେ ମୁଖ୍ୟମନ୍ତ୍ରୀଙ୍କ ସହ କାର୍ତ୍ତିକ ପାଣ୍ଡିଆନ ଥିବାବେଳେ ଉଭୟ ସୁରକ୍ଷିତ ଅଛନ୍ତି |

ଅନ୍ୟମାନଙ୍କୁ ଜଣାନ୍ତୁ।