ପୁରୀ ଷ୍ଟେସନରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

ଏଏନଏସ: ପୁରୀ ଷ୍ଟେସନରେ ଅଗ୍ନିକାଣ୍ଡ। ରିପେୟାର ଲାଇନରେ ଥିବା ଏକ କୋଚ୍ ରେ ଅଗ୍ନିକାଣ୍ଡ ଘଟିଛି । ହୁତୁହୁତୁ ହୋଇ ଜଳିଗଲା କୋଚ୍ । ମରାମତି ପାଇଁ ଷ୍ଟେସନରେ ଏସି କୋଚ୍ ରହିଥିବା ଜଣାପଡିଛି। ଅନ୍ୟପଟେ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ ।

ଅନ୍ୟମାନଙ୍କୁ ଜଣାନ୍ତୁ।