ଆରପାରିରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ମହେଶ୍ବର ମହାନ୍ତି । ମହେଶ୍ୱର ମହାନ୍ତିଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ସେ ଭୋର ୩ଟା ୨୫ ମିନିଟରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମହେଶ୍ବର ମହାନ୍ତିଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।

ଆରପାରିରେ ବିଜେଡ଼ିର ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି
- Post published:November 7, 2023
- Post category:ତାଜା ଖବର
- Reading time:0 mins read