You are currently viewing ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣି ରଖନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଏବଂ ଡିଜେଲ୍ ଦର

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣି ରଖନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଏବଂ ଡିଜେଲ୍ ଦର

ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଏବଂ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୨ପ ଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା, ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି।ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୭୪ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୩୩ ପଇସା ରହିଛି।

କେମିତି ଜାଣିବେ ଆପଣଙ୍କ ସହରରେ କେତେ ରହିଛି ପେଟ୍ରୋଲ୍, ଡିଜେଲ୍ ଦାମ୍:

ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ ଝଗଝ ମାଧ୍ୟମରେ ଜାଣିପାରିବେ। ଏଥିପାଇଁ ଆପଣଙ୍କୁ ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ନିଜ ସହରର କୋଡ୍ ଲେଖି ୯୨୨୪୯୯୨୨୪୯ ନମ୍ବରକୁ ପଠାଇବାକୁ ହେବ। ଏହାପରେ ଆପଣ ଦୈନନ୍ଦିନ ତେଲ ଦର ଜାଣିପାରିବେ ।

ଅନ୍ୟମାନଙ୍କୁ ଜଣାନ୍ତୁ।