global-leadership-award6

ଗ୍ଲୋବାଲ ଲିଡରସିପ୍ ଭାବେ ପୁରସ୍କୃତ ହେଲେ ନୀତା ଅମ୍ବାନୀ

ନୂଆଦିଲ୍ଲୀ: ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଗ୍ଲୋବାଲ ଲିଡରଶିପ ପୁରସ୍କାରରେ ସମ୍ମାନିତ କରାଯାଇଛି। ଦିଲ୍ଲୀରେ ଆମେରିକା ଇଣ୍ଡିଆ ଷ୍ଟ୍ରାଟେଜିକ ପାର୍ଟନରଶିପ ଫୋରମ (ୟୁଏସ୍‌ଆଇଏସ୍‌ପିଏଫ୍‌) ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ନୀତା ଅମ୍ବାନୀଙ୍କୁ ଫୋରମ ଚେୟାରମ୍ୟାନ ଜନ ଚାମ୍ବର୍ସ ପୁରସ୍କାର ପ୍ରଦାନ କରିଛନ୍ତି।

ଏ ଅବସରରେ ନୀତା ଅମ୍ବାନୀ କହିଛନ୍ତି ଯେ, ସେ ରିଲାଏନ୍ସ ଫାଉଣ୍ଡେଶନକୁ ପ୍ରତିନିଧିତ୍ୱ କରନ୍ତି। ଯାହା ମାଧ୍ୟମରେ ୭ କୋଟିରୁ ଅଧିକ ଲୋକଙ୍କ ସଂସ୍ପର୍ଶରେ ସେ ଆସିପାରିଛନ୍ତି। 

ଅନ୍ୟମାନଙ୍କୁ ଜଣାନ୍ତୁ।