You are currently viewing ଆଜିର ପେଟ୍ରୋଲ ଓ ଡିଜେଲ ଦର

ଆଜିର ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ (୧୭.୧୦.୨୨) : ଆଜି ସାମାନ୍ୟ କମିଛି ପେଟ୍ରୋଲ ଓ ଡିଜେଲ ଦର । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ଲିଟର ପିଛା ୧୦୩ ଟଙ୍କା ୦୪ ପଇସା ହୋଇଥିବା ବେଳେ ଡିଜେଲ ଦାମ ପ୍ରତି ଲିଟର ପିଚ୍ଛା ୯୪ ଟଙ୍କା ୬୮ ପଇସା ହୋଇଛି ।

ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦରରେ କିଛିଟା ପରିବର୍ତ୍ତନ ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଚ୍ଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ଟଙ୍କା ୨୭ ପଇସା ରହିଛି ।

ସେହି ପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି । ଚେନ୍ନାଇରେ ପେଟ୍ରାଲ ଦର ୧୦୨ ଟଙ୍କା ୭୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୨୪ ପଇସା ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।