ଫେବୃଆରୀ ୨୨ରେ ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

  • Post category:ଓଡିଶା
  • Reading time:1 mins read

ବିଜେପି ଫୋକସରେ ଓଡ଼ିଶା। ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଜେପିର ହେଭିୱେଟ ନେତାମାନେ ଏବେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହିକ୍ରମରେ ଓଡିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ।

Continue Readingଫେବୃଆରୀ ୨୨ରେ ଓଡ଼ିଶା ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ 

ବରଗଡ ଗସ୍ତରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୧୪୯ କୋଟି ଟଙ୍କା ମୂଲ୍ୟର ୬୨ଟି ଉନ୍ନୟନ ପ୍ରକଳ୍ପର ଉଦଘାଟନ ଓ ୨୬୩ କୋଟି ବ୍ୟୟରେ ୨୧ଟି ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ।

Continue Readingସମ୍ବଲପୁର ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ 

ରାଜ୍ୟସଭା ଫଳାଫଳ: ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ 

ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ। ରାଜ୍ୟସଭା ପାଇଁ ଅଶ୍ୱିନୀ ବୈଷ୍ଣବ, ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନିନ୍ଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟସଭା ରିଟର୍ଣ୍ଣିଂ ଅଫିସର।

Continue Readingରାଜ୍ୟସଭା ଫଳାଫଳ: ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ଓଡ଼ିଶାର ୩ ରାଜ୍ୟସଭା ପ୍ରାର୍ଥୀ 

ଆଜି ଛତିଶା ନିଯୋଗ ବୈଠକ, ନାଟମଣ୍ତପ ମରାମତି ପ୍ରସଙ୍ଗରେ ହେବ ଆଲୋଚନା 

  • Post category:ଓଡିଶା
  • Reading time:1 mins read

ଆଜି ବସିବ ଛତିଶା ନିଯୋଗ ବୈଠକ । ପୁରୀ ବଡ଼ଦାଣ୍ତ ସ୍ଥିତ ଭକ୍ତ ନିବାସ ପରିସରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ଯକ୍ଷତାରେ ଅପରାହ୍ନ ୫ଟାରେ ଏହି ବୈଠକ ବସିବ । ସୂଚନା ଅନୁଯାୟୀ, ଆଜିର ଏହି ବୈଠକରେ ଶ୍ରୀମନ୍ଦିର ନାଟମଣ୍ତପ ମରାମତି ପ୍ରସଙ୍ଗରେ ଆଲୋଚନା ହେବ ।

Continue Readingଆଜି ଛତିଶା ନିଯୋଗ ବୈଠକ, ନାଟମଣ୍ତପ ମରାମତି ପ୍ରସଙ୍ଗରେ ହେବ ଆଲୋଚନା 

ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ, ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଲେ ଛାତ୍ରଛାତ୍ରୀ 

  • Post category:ଓଡିଶା
  • Reading time:1 mins read

ସରିଲା ପ୍ରଥମ ଦିନ ମାଟ୍ରିକ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢ଼େ ୧୧ଟା ରେ ଶେଷ ହୋଇଛି ।

Continue Readingଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ, ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଲେ ଛାତ୍ରଛାତ୍ରୀ 

ଆଉ ୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ, ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

  • Post category:ଓଡିଶା
  • Reading time:1 mins read

ରାଜ୍ୟରେ ଆଉ ୫ଟି ଜିଲ୍ଲାରେ ଆରମ୍ଭ ହୋଇଛି ଲକ୍ଷ୍ମୀ ବସ୍ ସେବା । କଟକ, ସମ୍ବଲପୁର, ଝାରସୁଗୁଡ଼ା, ସୁବର୍ଣ୍ଣପୁର ଓ କନ୍ଧମାଳ ଜିଲ୍ଲାରେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ କରିଛନ୍ତି ।

Continue Readingଆଉ ୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ, ଭର୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ, ବିଭିନ୍ନ ସ୍ଥାନରେ ଲଗାଯାଇଛି ପୋଷ୍ଟର 

  • Post category:ଓଡିଶା
  • Reading time:1 mins read

କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ । ୧୫ ଦିନ ମଧ୍ୟରେ ହତ୍ୟା କରିବାକୁ ଧମକ ଦେବା ସହ ବିଭିନ୍ନ ସ୍ଥାନରେ ପୋଷ୍ଟର ଲଗାଯାଇଛି । ଖବର ଅନୁଯାୟୀ, ଆଜି ସକାଳୁ କଣ୍ଟାବାଞ୍ଜି ବାଳିକା ହାଇସ୍କୁଲ ବାହାରେ ଥିବା ଏକ ଦୋକାନ ନିକଟରେ ଏହି ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି।

Continue Readingକଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କୁ ହତ୍ୟା ଧମକ, ବିଭିନ୍ନ ସ୍ଥାନରେ ଲଗାଯାଇଛି ପୋଷ୍ଟର 

ବିଭିନ୍ନ ଦାବି ନେଇ ଆସନ୍ତାକାଲି ଠାରୁ ସାରା ରାଜ୍ୟରେ ବିଦ୍ୟୁତ୍ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

  • Post category:ଓଡିଶା
  • Reading time:1 mins read

୬ଦିନରେ ପହଞ୍ଚିଛି ବିଦ୍ୟୁତ୍ କର୍ମଚାରୀଙ୍କ ଆନ୍ଦୋଳନ । ସର୍ବନିମ୍ନ ମଜୁରୀ ବୃଦ୍ଧି, ସମାନ କାର୍ଯ୍ୟକୁ ସମାନ ଦରମା, ଠିକା ଶ୍ରମିକମାନଙ୍କ ପାଇଁ ସ୍ୱତନ୍ତ୍ର ସର୍ବନିମ୍ନ ମଜୁରୀ ଆଦି ବିଭିନ୍ନ ଦାବି ନେଇ ଧାରଣା ଦେଇଛନ୍ତି ବିଦ୍ୟୁତ୍ କର୍ମଚାରୀ ।

Continue Readingବିଭିନ୍ନ ଦାବି ନେଇ ଆସନ୍ତାକାଲି ଠାରୁ ସାରା ରାଜ୍ୟରେ ବିଦ୍ୟୁତ୍ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଗେଟ ଆଗରେ ବିଭିନ୍ନ ଦାବି ନେଇ ବିକାଶ ମଞ୍ଚ ପକ୍ଷରୁ ଧାରଣା

  • Post category:ଓଡିଶା
  • Reading time:1 mins read

ଜୋର ଧରିଲା ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଆନ୍ଦୋଳନ । ଗେଟ ଆଗରେ ବରପଦା ବିକାଶ ମଞ୍ଚ ପକ୍ଷରୁ ବିକ୍ଷୋଭ ସହ ନାରାବାଜି । ବିଭିନ୍ନ ଦାବିନେଇ ବିକାଶ ମଞ୍ଚ ପକ୍ଷରୁ ଗେଟ୍ ଆଗରେ ଧାରଣା।

Continue Readingଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଗେଟ ଆଗରେ ବିଭିନ୍ନ ଦାବି ନେଇ ବିକାଶ ମଞ୍ଚ ପକ୍ଷରୁ ଧାରଣା

ଆଗୁଆ ଟିକେଟ ଦେବା ପାଇଁ କଂଗ୍ରେସର ପ୍ରଦେଶ ନିର୍ବାଚନ କମିଟି ବୈଠକ 

ରାଜ୍ୟ କଂଗ୍ରେସର ଟିକେଟ ଦେବା ପାଇଁ ଆଜି କଂଗ୍ରେସର ବୈଠକ ବସିଛି। ଓଡ଼ିଶା ପ୍ରଦେଶ ନିର୍ବାଚନ କମିଟି(ପିଇସି) ବୈଠକରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ପ୍ରଦେଶ ନିର୍ବାଚନ କମିଟିର ୨୩ ଜଣ ସଦସ୍ୟ ଉପସ୍ଥିତ ଅଛନ୍ତି।

Continue Readingଆଗୁଆ ଟିକେଟ ଦେବା ପାଇଁ କଂଗ୍ରେସର ପ୍ରଦେଶ ନିର୍ବାଚନ କମିଟି ବୈଠକ