ନୂଆଦିଲ୍ଲୀ, ବଲିଉଡ୍ ଅଭିନେତା ଅର୍ଜୁନ କାପୁର କରୋନାରେ ସଂକ୍ରମିତ ହୋଇଛନ୍ତି । ଅର୍ଜୁନ ନିଜର କରୋନା ଟେଷ୍ଟ କରାଇଥିଲେ, ଯାହାର ରିପୋର୍ଟ ପଜିଟିଭ୍ ଆସିଛି । ଏନେଇ ସେ ଇନଷ୍ଟ୍ରାଗ୍ରାମ ଆକାଉଣ୍ଟରରେ ଫ୍ୟାନ୍ସମାନଙ୍କୁ ସୂଚନା ଦେଇଛନ୍ତି । କିନ୍ତୁ ସେ ସୁସ୍ଥ ଅଛନ୍ତି । କରୋନା ଜଣାପଡ଼ିବା ପରେ ସେ ନିଜ ଘରେ ହୋମ୍ କ୍ୱାରେଣ୍ଟାଇନ୍ର ରହିଛନ୍ତି ।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ