ମୁମ୍ବାଇ, ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ-୨୦୧୯ ଘୋଷିତ ହୋଇଯାଇଛି । ସର୍ବଶ୍ରେଷ୍ଠ ହିନ୍ଦି ଚଳଚ୍ଚିତ୍ରଭାବେ ସ୍ୱର୍ଗତ ସୁଶାନ୍ତ ସିଂ ରାଜପୁତଙ୍କ ଅଭିନୀତ ‘ଛିଛୋରେ’ ଫିଲ୍ମକୁ ମାନ୍ୟତା ମିଳିଛି । ସେହିପରି ମନୋଜ ବାଜପେୟୀ ‘ଭୋଁସଲେ’ ଚଳଚ୍ଚିତ୍ର ପାଇଁ ଶ୍ରେଷ୍ଠ ଅଭିନେତା ଏବଂ କଙ୍ଗନା ରଣାୱତ ଫିଲ୍ମ ‘ମଣିକର୍ଣ୍ଣିକା’ ପାଇଁ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ମନୋନୀତ ହୋଇଛି । ଓଡ଼ିଆ ଚଳଚ୍ଚିତ୍ର ‘ଶ୍ରୀକ୍ଷେତ୍ରରୁ ସାହିଯାତ’କୁ ଜାତୀୟ ପୁରସ୍କାର । ଆଶୁ୍ତୋଷ ପଟ୍ଟନାୟକଙ୍କ ପ୍ରଯୋଜିତ ଫିଲ୍ମ ‘ଶ୍ରୀକ୍ଷେତ୍ରରୁ ସାହିଯାତ’ । ଶଲା ବୁଢ଼ାର ବଦ୍ଲା ଓ କାଲିର ଅତୀତ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମାନ୍ୟତା ପ୍ରଦାନ କରିଛନ୍ତି ବିଚାରକ ମଣ୍ଡଳୀ ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ