ନୂଆଦିଲ୍ଲୀ, ୨୦୨୦ରେ ବଲିଉଡର ଅନେକ କଳାକାରଙ୍କ ଦେହାନ୍ତ ହୋଇଛି । କିଏ ଆତ୍ମହତ୍ୟା କରିଛନ୍ତି ତ କିଏ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି ତ କାହାର ସ୍ୱାସ୍ଥ୍ୟବସ୍ଥା ଖରାପକୁ ଯୋଗୁଁ ମୃତ୍ୟୁବରଣ କରିଛନ୍ତି । ଏହି ଲିଷ୍ଟରେ ଆଉ ଜଣେ ଅଭିନେତ୍ରୀଙ୍କ ନାମ ସାମିଲ ହୋଇଛି । ସେ ହେଉଛନ୍ତି ଅଭିନେତ୍ରୀ ଆର୍ଯ୍ୟା ବାନାର୍ଜୀ । ସନ୍ଦେହଜନକ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କର ମୃତ ଦେହ ଉଦ୍ଧାର କରାଯାଇଛି । ସେ କୋଲକାତାର ଯୋଧପୁର ପାର୍କ ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ରହୁଥିଲେ । ଏହି ଖବର ପାଇ ପୋଲିସ କବାଟ ଭାଙ୍ଗି ଅଭିନେତ୍ରୀଙ୍କ ମୃତଦେହକୁ ବାହାର କରିଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ