ନୂଆଦିଲ୍ଲୀ, ବଲିଉଡର ଗାୟିକା ଅନୁରାଧା ପଡୱାଲଙ୍କ ପୁଅ ଆଦିତ୍ୟ ପଡୱାଲଙ୍କ ଆଜି ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୫ ବର୍ଷ ବୟସ ହୋଇଥିଲା । ମିଳିଥିବା ସୂଚନା ଅନୁଯାୟୀ , ସେ ଗତ କିଛି ମାସ ଧରି ଅସୁସ୍ଥ ଥିଲେ । କିଡନୀ ସମସ୍ୟା କାରଣରୁ ଆଦିତ୍ୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେ ଦୀର୍ଘ ସମୟ ଧରି କିଡନୀ ରୋଗରେ ପୀଡିତ ଥିଲେ । ଆଦିତ୍ୟ ମଧ୍ୟ ତାଙ୍କ ମାଙ୍କ ପରି ଭଜନ ଏବଂ ଭକ୍ତି ଗୀତ ଗାଉଥିଲେ ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି