ମୁମ୍ବାଇ, କିଛି ଦିନ ହେବ କରୋନାର ପ୍ରକୋପ ଅଳ୍ପ ହ୍ରାସ ପାଇବା ପରେ ଏବେ ପୁଣି କରୋନା ମହାମାରୀର ଆତଙ୍କ ସାରା ଦେଶରେ ଦେଖିବାକୁ ମିଳିଛି । ତେବେ କରୋନା କବଳରେ ଆଉ ଜଣେ ପ୍ରସିଦ୍ଧ ଅଭିନେତା । ବଲିଉଡରେ ମିଷ୍ଟର ପରଫେକ୍ନିଷ୍ଟ ଭାବେ ଜଣାଶୁଣା ଅଭିନେତା ଆମିର ଖାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ତାଙ୍କର ମୁଖପାତ୍ର ଟ୍ୱିଟ କରି ସୂଚନା ଦେଇଛନ୍ତି । ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେଙ୍କୁ କରୋନା ଟେଷ୍ଟ କରିବା ପାଇଁ ସେ ଅନୁରୋଧ କରିଛନ୍ତି । ତେବେ ସୂଚନା ଅନୁସାରେ, ଆମିର ଖାନ ଏବେ କ୍ୱାରେଣ୍ଟାଇନରେ ଅଛନ୍ତି । ତେବେ ଆମିର ଖାନ କରୋନା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କ ଫିଲ୍ମ ଲାଲ ସିଂ ଚଢ଼ାର ସୁଟିଂକୁ ବନ୍ଦ କରିଦିଆଯାଇଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST