ମୁମ୍ବାଇ, ବଲିଉଡରେ କାୟା ମେଲାଉଛି କରୋନା ।ଗତକାଲି ବଲିଉଡ ଖିଲାଡି ବୟ ଅକ୍ଷୟ କୁମାରଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିଲା । ଏନେଇ ଅକ୍ଷୟ କୁମାରଙ୍କୁ ଆଜି ହସ୍ପିଟାଲରେ ଭର୍ତ୍ତିକରାଯାଇଛି । ଏଠାରେ ସୂଚନା ଯୋଗ୍ୟ ଯେ, ରବିବାର ଦିନ ଅକ୍ଷୟ କୁମାରଙ୍କ କରୋନା ରିପୋର୍ଟ ସକରାତ୍ମକ ଆସିଥିଲା । ପରେ ସେ ନିଜକୁ ଆଇସୋଲେସନରେ ରଖିଥିଲେ । ପରେ ଆଜି ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଏହା ବ୍ୟତୀତ ବଲିଉଡ ଅଭିନେତ୍ରୀ ଭୂମି ପେଡନେକର ଓ ଅଭିନେତା ଭିକ୍କି କୌଶଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଉଭୟ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ଜରିଆରେ ଜଣାଇଛନ୍ତି । ଉଭୟ ଆସୋଲେସନରେ ରହୁଥିବା ସୂଚନା ରହିଛିା ଉଭୟ ନିଜ ନିଜ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରିନେବା ପାଇଁ ପରାମର୍ଶ ଦେଇଛନ୍ତି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍