ମୁମ୍ବାଇ: ଖିଲାଡି ବୟ ଅକ୍ଷୟ କୁମାର ଏବଂ କ୍ୟାଟ୍ରିନା କୈଫଙ୍କ ଅଭିନୀତ ଫିଲ୍ମ ‘ତିସ୍ ମାର୍ ଖାନ୍’କୁ ଆଜି ଦଶ ବର୍ଷ ସଂପୂର୍ଣ୍ଣ ହୋଇଛି । ଏହି ଅବସରରେ ଫିଲ୍ମର ନିର୍ଦ୍ଦେଶକ ଫାର୍ହା ଖାନ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରି ଜଣାଇଛନ୍ତି । ସମାଲୋଚକଙ୍କ ଦ୍ୱାରା ଫିଲ୍ମଟିକୁ ପ୍ରଶଂସିତ କରାଯାଇନ ଥିଲେ ମଧ୍ୟ ଏହା ବକ୍ସ ଅଫିସରେ ସଫଳତା ହାସଲ କରିଛି । ଫିଲ୍ମଟିକୁ ଦର୍ଶକ ବେଶ ପସନ୍ଦ କରିଥିଲେ ମଧ୍ୟ । ଫାର୍ହା ଖାନ ଫିଲ୍ମର ପୋଷ୍ଟର ଶେୟାର କରିବା ସହ ନିଜ ଭାବନାକୁ ଫ୍ୟାନ୍ସମାନଙ୍କ ସହ ଶେୟାର କରିଛନ୍ତି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ