ସୁଶାନ୍ତଙ୍କ ଜୀବନ ଦ୍ବାରା ପ୍ରେରିତ ଚଳଚ୍ଚିତ୍ର ‘ସୁଇସାଇଡ୍ ଅର୍ ମର୍ଡର: ଏ ଷ୍ଟାର ୱାଜ ଲଷ୍ଟ’ ର ପ୍ରଥମ ପୋଷ୍ଟର ରିଲିଜ ହୋଇଛି । ଏହି ଚଳଚ୍ଚିତ୍ରର ନିର୍ମାତା ହେଉଛନ୍ତି ବିଜୟ ଶେଖର ଗୁପ୍ତା। ସେ ଏହି ପ୍ରଥମ ପୋଷ୍ଟରକୁ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସେୟାର କରିଛନ୍ତି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ର ଭାବେ ଟିକ୍-ଟକ୍ ଷ୍ଟାର ସଚିନ ତିୱାରୀ ଅଭିନୟ କରିବେ। ତେବେ ଏହି ଫିଲ୍ମଟି କେବଳ ସୁଶାନ୍ତଙ୍କ ଜୀବନ ଦ୍ବାରା ଅନୁପ୍ରାଣିତ ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା