ମୁମ୍ବାଇ: କିଛି ଦିନ ତଳେ ବଲିଉଡର ପ୍ରସିଦ୍ଧ କୋରିଓଗ୍ରାଫର ତଥା ଡାଇରେକ୍ଟର ରେମୋ ଡିସୁଜାଙ୍କ ହୃଦଘାତ ହେବାର ଖବର ଆସିଥିଲା ଯେଉଁକାରଣରୁ ରେମୋଙ୍କୁ ମୁମ୍ବାଇ କୋକିଲାବେନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଏବେ ସେ ପୂର୍ବପେକ୍ଷା ସ୍ୱସ୍ଥ ଅଛନ୍ତି ଏବଂ ହସ୍ପିଟାଲରୁ ଡିସଚାର୍ଜ ମଧ୍ୟ ହୋଇଯାଇଛନ୍ତି ।। ଏନେଇ ନିଜେ ରେମୋ ଡିସୁଜା ଏକ ଭିଡିଓ ଶେୟାର କରି ଜଣାଇଛନ୍ତି । ହସ୍ପିଟାଲରୁ ସୁସ୍ଥ ହୋଇ ଫେରିବା ପରେ ତାଙ୍କୁ ବହୁତ ଗୁଡିଏ ବେଲୁନ ମାଧ୍ୟମରେ ସ୍ୱାଗତ କରାଯାଇଥିବା ଭିଡିଓରେ ଦେଖିବାକୁ ମିଳିଛି । ସେ ନାଚି ନାଚି ସମସ୍ତ ଶୁଭାକାଂକ୍ଷିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୋଶାଲ ମିଡିଆରେ ରେମୋଙ୍କ ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ