ନୂଆଦିଲ୍ଲୀ, ସାଉଥ ସୁପରଷ୍ଟାର ତଥା ରାଜନେତା ରଜନୀକାନ୍ତ ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ରାଜନୀତିରେ ପ୍ରବେଶ କରିବେ ନାହିଁ । ଏଭଳି ଘୋଷଣା ଆଉ କେହି ନୁହେଁ, ସେ ନିଜେ କରିଛନ୍ତି । ସୂଚନା ଥାଉକି, କିଛିଦିନ ତଳେ ରଜନୀକାନ୍ତଙ୍କ ସ୍ୱାସ୍ଥ୍ୟଅବସ୍ଥା ବିଗିଡ଼ି ଯାଇଥିଲା । ଫିଲ୍ମ ‘ଆନାଥେ’ର ସୁଟିଂ ସମୟରେ ତାଙ୍କ ଶରୀର ଅସୁସ୍ଥ ହୋଇଥିଲା । ଚିକିତ୍ସା ନିମନ୍ତେ ତାଙ୍କୁ ହାଇଦ୍ରାବାଦ ସ୍ଥିତ ଆପୋଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେଣୁ ଆଜି ସେ ଘୋଷଣା କରିଛନ୍ତି ଯେ, ରାଜନୀତିରେ ପ୍ରବେଶ କରିବେ ନାହିଁ । ଏଭଳି ଘୋଷଣା ପରେ, ଆଗ୍ରହ ସହକାରେ ଅପେକ୍ଷାରତ ଥିବା ଫାନ୍ସମାନଙ୍କ ମନ ଟିକେ ମଳିନ ପଡ଼ିଯାଇଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ