ଭୁବନେଶ୍ୱର, ଚାରିଆଡ଼େ କରୋନାର ଭୟ। କରୋନାରୁ ରକ୍ଷା ପାଇବା ପାଇଁ ଲୋକେ ମନଇଚ୍ଛା ଔଷଧ ଖାଉଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ ଏହା ଅଧିକ ଦେଖିବାକୁ ମିଳୁଛି। କିନ୍ତୁ ମନଇଚ୍ଛା ଔଷଧ ଖାଇବା ସ୍ୱାସ୍ଥ୍ୟ ପକ୍ଷେ ବିପଜ୍ଜନକ ହୋଇପାରେ। ସେମିତି ନକରି ଡାକ୍ତରଙ୍କ ପରାମର୍ଶରେ ଔଷଧ ଖାଆନ୍ତୁ। ସ୍ୱାସ୍ଥ୍ୟ ବିଭାଗ ବୈଷୟିକ ପରାମର୍ଶଦାତା ଡାକ୍ତର ଜୟନ୍ତ ପଣ୍ଡା ଲୋକମାନଙ୍କୁ ଏହି ସତର୍କବାଣୀ ଶୁଣାଇଛନ୍ତି !
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା