ଉତ୍ତରପ୍ରଦେଶର କ୍ୟାବିନେଟ ମନ୍ତ୍ରୀ କମଳା ବରୁଣଙ୍କ କରୋନା ଜନିତ ମୃତ୍ୟୁ ଘଟିଛି । ୧୮ ଜୁଲାଇରେ ତାଙ୍କର ନମୁନା କରୋନା ପଜିଟିଭ୍ ଆସିଥିଲା । ପରେ ସେ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ବୋଲି ସୂଚନା ମିଳିଛି। ତେବେ କରୋନା କାରଣରୁ ଆଜି ପର୍ଯ୍ୟନ୍ତ ଅନେକ ଙ୍କ ଜୀବନ ଗଲାଣି। ଏବେ ନେତା ମନ୍ତ୍ରୀ ଏବଂ ସେଲିବ୍ରିଟି ମାନଙ୍କର ପାଳି ପଡ଼ିଛି।
ରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭକ୍ୟାମେରା ଲେନସରେ କଏଦ ହେଲା ବାଘ