You are currently viewing କେନ୍ଦ୍ର ଖାଦ୍ୟମନ୍ତ୍ରୀ ରାମ ବିଳାଶ ପାଶଓ୍ଵାନଙ୍କ ପରଲୋକ

କେନ୍ଦ୍ର ଖାଦ୍ୟମନ୍ତ୍ରୀ ରାମ ବିଳାଶ ପାଶଓ୍ଵାନଙ୍କ ପରଲୋକ

ନୂଆଦିଲ୍ଲୀ, କେନ୍ଦ୍ର ଖାଦ୍ୟମନ୍ତ୍ରୀ ତଥା ଲୋକଜନ ଶକ୍ତି ପାର୍ଟି ନେତା ରାମ ବିଳାଶ ପାଶଓ୍ଵାନଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା । କିଛିଦିନ ତଳେ ଦିଲ୍ଲୀର ଏକ ହସ୍ପିଟାଲ୍ ତାଙ୍କର ହାର୍ଟ ସର୍ଜରୀ ହୋଇଥିଲା । ଦୀର୍ଘ ଦିନ ହେଲାଣି ସେ ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଆଜି ସନ୍ଧ୍ୟାରେ ତାଙ୍କ ଦେହାନ୍ତ ହୋଇଛି। ତାଙ୍କର ମୃତ୍ୟୁସଂପର୍କରେ ତାଙ୍କ ପୁଅ ଚିରାଗ ପାଶଓ୍ଵାନ ଟ୍ଵିଟ କରି ସୂଚନା ଦେଇଛନ୍ତି ।

ଅନ୍ୟମାନଙ୍କୁ ଜଣାନ୍ତୁ।