You are currently viewing କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ; ୮ମୃତ!

କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ; ୮ମୃତ!

ଗୁଜରାଟ, ସାରା ଦେଶରେ କରୋନା ମହାମାରୀ ନିଜର କାୟା ବିସ୍ତାର କରିବାରେ ଲାଗିଛି। ଏହି ମହାମାରୀ ସମୟରେ ଏକ ଦୁଃଖଦ ଘଟଣା ନଜରକୁ ଆସିଛି। ଗୁଜରାଟ ଅହମ୍ମଦାବାଦ କୋଭିଡ୍‌ ହସ୍ପିଟାଲରେ ଘଟିଛି ଭୟଙ୍କର ଅଗ୍ନିକାଣ୍ଡ। ଏହିରେ ୮ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୫ ଜଣ ପୁରୁଷ ଓ ୩ ମହିଳା ଥିବା ଜଣାପଡିଛି।

ଅନ୍ୟମାନଙ୍କୁ ଜଣାନ୍ତୁ।