ଦିଲ୍ଲୀ, ଆନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଲେ ମହେନ୍ଦ୍ର ସିଂ ଧୋନୀ। ସେ କ୍ରିକେଟ ରୁ ଅବସର ନେଇଥିବା ନିଜେ ଘୋଷଣା କରିଛନ୍ତି। ଏହା ପୂର୍ବରୁ ସେ ଟେଷ୍ଟ କ୍ରିକେଟରରୁ ସନ୍ୟାସ ଘୋଷଣା କରିସାରିଛନ୍ତି।ଧୋନିଙ୍କ ନେତୃତ୍ୱରେ ୨୦୦୭ରେ ଭାରତ ପ୍ରଥମ ଟି-୨୦ ବିଶ୍ୱକପ୍ ବିଜୟୀ ହୋଇଥିଲା। ଧୋନୀଙ୍କୁ ସମସ୍ତେ ସ୍ନେହରେ ମାହୀ ବୋଲି ଡାକନ୍ତି।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ