You are currently viewing ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂ

ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶୱନ୍ତ ସିଂ

ନୂଆଦିଲ୍ଲୀ, ପୂର୍ବ କେନ୍ଦ୍ରମନ୍ତ୍ରୀ ଓ ବିଜେପି ନେତା ଯଶୱନ୍ତ ସିଂଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା।

ତାଙ୍କର ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ତେବେ ଯଶୱନ୍ତ ସିଂ ପ୍ରତିରକ୍ଷା, ବୈଦେଶିକ ଓ ଅର୍ଥମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ରାଜ୍ୟସଭାରୁ ୫ ଓ ଲୋକସଭାରୁ ୪ ଥର ନିର୍ବାଚିତ ହୋଇଥିଲେ ।

ଅନ୍ୟମାନଙ୍କୁ ଜଣାନ୍ତୁ।