ନୂଆଦିଲ୍ଲୀ, ପୁଣି ଥରେ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା। ଶନିବାର ବିଳମ୍ବିତ ରାତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡବାରୁ ତାଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି। ସେ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିବାରୁ ଏଭଳି କରାଯାଇଥିବା ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି। ସୁଚନଥାଉକି, କିଛି ଦିନ ପୂର୍ବେ ଶାହା କରୋନା ର ଶିକାର ହୋଇଥିଲେ। ପରେ ରିପୋର୍ଟ ନେଗେଟିଭ ଆସିବାରୁ ସେ ଘରକୁ ଫେରିଥିଲେ। କିନ୍ତୁ ଏବେ ଆଉଥରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଥିବା ଜଣା ପଡିଛି।
ମନରୁ ପାପ ଦୂର କରିବା ପାଇଁ କରନ୍ତୁ ମା’ ଗୌରୀଙ୍କ ପୂଜାANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶ