ନୂଆଦିଲ୍ଲୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂହଙ୍କର ଆଜି ପରଲୋକ ଘଟିଛି । ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ୭୪ ବର୍ଷ ହୋଇଥିଲା। ବିହାର ରାଜନୀତିରେ ରଘୁବଂଶ ବାବୁ ନାମରେ ବେଶ ଜଣାଶୁଣା ଥିଲେ । ବିହାର ବୈଶାଳୀର ଥିବା ରଘୁବଂଶ କିଛି ଦିନ ତଳେ ଆଇସିୟୁରେ ଥାଇ ଆରଜେଡିରୁ ଇସ୍ତଫା ଦେଇଥିଲେ ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା