ନୂଆଦିଲ୍ଲୀ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ଏପର୍ଯ୍ୟନ୍ତ କୌଣସି ପରିବର୍ତ୍ତନ ଆସୁନାହିଁ। ଏନେଇ ମେଡ଼ିକାଲ ପକ୍ଷରୁ ସୂଚନା ଦିଆଯାଇଛି । ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଆଗ ଅପେକ୍ଷା ଆହୁରି ବିଗିଡିବାରେ ଲାଗିଛି । ପ୍ରଣବଙ୍କ ଫୁସଫୁସରେ ସଂକ୍ରମଣ ହୋଇଥିବା ସୂଚନା ମିଳିଛି । ଏବେ ବି ଭେଣ୍ଟିଲେଟରରେ ସେ ରହିଛନ୍ତି । ସୂଚନା ଯୋଗ୍ୟଯେ, ସକାଳେ ପ୍ରଣବଙ୍କ ପୁଅ ଅଭିଜିତ ମୁଖାର୍ଜୀ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ଟ୍ୱିଟ କରିଥିଲେ ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି