ନୂଆଦିଲ୍ଲୀ, ଚୀନ ସହ ସୀମା ବିବାଦ ପରେ ଆଉ ଏକ ପଦକ୍ଷେପ ଗ୍ରହଣ କରିଛନ୍ତି ଭାରତ ସରକାର । ଗେମିଂ ଆପ୍ ପବଜି ଉପରେ କଟକଣା ଲାଗୁ କରାଯାଇଛି । ପବଜି ସମେତ ଆଉ ୧୧୮ ଚାଇନା ଆପକୁ ବ୍ୟାନ କରିଛନ୍ତି ଭାରତ ସରକାର । କେନ୍ଦ୍ର ଆଇଟି ମନ୍ତ୍ରାଳୟ ଦ୍ୱାରା ଏହି କଟକଣା ଲାଗୁ କରାଯାଇଛି । ଏଯାଏଁ ସମୁଦାୟ ୨୨୪ଟି ଚୀନ ଆପ ଉପରେ କଟକଣା ଲାଗିଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ