ଆନ୍ଧ୍ରପ୍ରଦେଶର ବିଶାଖାପଟ୍ଟନମଠାରେ ଥିବା ଏକ କେମିକାଲ୍ ପ୍ଲାଣ୍ଟ୍ରେ ବିସ୍ଫୋରଣ ହୋଇ ଅଗ୍ନିକାଣ୍ଡ ଘଟି ଜଣଙ୍କର ମୃତ୍ୟୁ ଘଟିଛି। ଏହି ଅଗ୍ନିକାଣ୍ଡରେ ଆହୁରି ଅନେକ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ରହିଛି। ସହରର ଫାର୍ମାସିଟିରେ ଥିବା ରାମ୍କି ସିଇଟିପି ସଲ୍ଭେଣ୍ଟ୍ସ ବିଲ୍ଡିଂରେ ସୋମବାର ବିଳମ୍ବିତ ରାତ୍ରରେ ଏହି ଅଗ୍ନିକାଣ୍ଡ ଘଟିଯାଇଛି। ଅଗ୍ନିକାଣ୍ଡ ଘଟିବା ପରେ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ଦୀର୍ଘ ୪ ଘଣ୍ଟା କାଳ ଅପରେସନ୍ ଚଳାଇବା ପରେ ନିଆଁ ଆୟତ୍ତକୁ ଆସିଥିଲା। ଏହି ଅଗ୍ନିକାଣ୍ଡ କିପରି ଘଟିଛି ତାହା ଏଯାବତ୍ ଜଣାପଡ଼ି ନାହିଁ। ଏହାକୁ ନେଇ ତଦନ୍ତ ଆରମ୍ଭ ହୋଇଛି।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ