You are currently viewing ମନୋଜ ସିହ୍ନା ହେବେ ଜାମ୍ମୁ ଓ କାଶ୍ମୀର ଉପରାଜ୍ୟପାଳ

ମନୋଜ ସିହ୍ନା ହେବେ ଜାମ୍ମୁ ଓ କାଶ୍ମୀର ଉପରାଜ୍ୟପାଳ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନୋଜ ସିହ୍ନା ହେବେ ଜାମ୍ମୁ ଓ କାଶ୍ମୀର ଉପରାଜ୍ୟପାଳ। ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଇସ୍ତଫା ପରେ ମନୋଜଙ୍କୁ ଉପରାଜ୍ୟପାଳ ଦାୟିତ୍ବ ଦିଆଯାଇଛି। ଅନ୍ୟପଟେ ଗିରୀଶଙ୍କ ଇସ୍ତଫା ଗ୍ରହଣ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଉଲ୍ଲେଖଯୋଗ୍ୟ ଯେ ଗତକାଲି ରାଷ୍ଟ୍ରପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଥିଲେ ଗିରୀଶ ।

ଅନ୍ୟମାନଙ୍କୁ ଜଣାନ୍ତୁ।