ଦେଶରେ ଦିନକରେ ୧୦ ହଜାର ୬୪ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ଦେଶରେ ଦିନକରେ ୧୦ ହଜାର ୬୪ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୫ ଲକ୍ଷ ୮୧ ହଜାର ୮୩୭କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୧୩୭ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୫୫୬କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୨,୦୦,୫୨୮, ସୁସ୍ଥ ସଂଖ୍ୟା-୧,୦୨,୨୮,୭୫୩, । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.