You are currently viewing ୨୪ ଘଣ୍ଟାରେ ୧୩ ହଜାର ୧୯୩ କୋରୋନା ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟାରେ ୧୩ ହଜାର ୧୯୩ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ – ଦେଶରେ ଦିନକରେ ୧୩ ହଜାର ୧୯୩ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୯ ଲକ୍ଷ ୬୩ ହଜାର ୩୯୪କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୯୭ ଜୀବନ। ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୧୧୧କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୧,୩୯,୫୪୨ ସୁସ୍ଥ ସଂଖ୍ୟା -୧,୦୬,୬୭, ୭୪୧। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।