ନୂଆଦିଲ୍ଲୀ, ଦେଶରେ ଦିନକରେ ୧୩ ହଜାର ୭୮୮ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୫ ଲକ୍ଷ ୭୧ ହଜାର ୭୭୩କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୧୪୫ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୪୧୯କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୨,୦୮,୦୧୨, ସୁସ୍ଥ-୧,୦୨,୧୧,୩୪୨ା ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍