କୋଲକାତା, ପୁଣିଥରେ କାଳ ହୋଇଛି ଘନକୁହୁଡ଼ି । ଏହି କାରଣରୁ ୧୪ଲୋକଙ୍କ ମୃତ୍ୟୁ ଘଟିଛି । ଘଟଣାଟି ଦେଖିବାକୁ ମିଳିଛି କୋଲକାତା ଜଲପାଇଗୁଡ଼ି ଠାରେ । ରାସ୍ତା ଠିକ୍ ଭାବରେ ଦେଖାନଯିବାରୁ ଏକାଧିକ ଗାଡ଼ି ଦୁର୍ଘଟଣା ଗ୍ରସ୍ତ ହୋଇଛି । ଗାଡ଼ି ଗୁଡ଼ିକ ପରସ୍ପରକୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୧୩ଜଣ ମୃତ୍ୟୁ ବରଣ କରିଥିବାବେଳେ, ଜଣେ ଗୁରୁତର ଓ ୧୮ ଜଣ ଆହତ ହୋଇଛନ୍ତି । ଗୁରୁତର ଓ ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରକାଶଥାଉକି, ଏଠାରେ କୁହୁଡ଼ିର ପରିମାଣ ଏତେଯେ, ୩ମିଟର ଦୂରରୁ ରାସ୍ତା ଠିକ୍ ଭାବରେ ଦେଖା ଯାଉନାହିଁ ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍