ନୂଆଦିଲ୍ଲୀ: ଦେଶରେ ଦିନକରେ ୧୫,୯୬୮କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୪ ଲକ୍ଷ ୯୫ ହଜାର ୧୪୭କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୨୦୨ ଜଣଙ୍କ ଜୀବନ,ଏହାକୁ ମିଶାଇ ଦେଶରେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୫୨୯କୁ ବୃଦ୍ଧି ପାଇଛି । ଯାହା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ କରୋନାରେ ମୋଟ ଆକ୍ଟିଭ କେସ୍ ୨,୧୪,୫୦୭, ସୁସ୍ଥ ସଂଖ୍ୟା ୧,୦୧,୨୯,୧୧୧ ରହିଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ