You are currently viewing ଦିନକରେ ୧ ଲକ୍ଷ ୬୮ ହଜାର ୯୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଦିନକରେ ୧ ଲକ୍ଷ ୬୮ ହଜାର ୯୧୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ପୁଣି ରେକର୍ଡ କଲା କରୋନା | ଦେଶରେ ଦିନକରେ ୧ ଲକ୍ଷ ୬୮ ହଜାର ୯୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୩୫ ଲକ୍ଷ ୨୭ ହଜାର ୭୧୭କୁ ବୃଦ୍ଧି ପାଇଛି । ଦେଶରେ ଦିନକରେ କରୋନା ନେଲା ୯୦୪ ଜୀବନ | କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୦ ହଜାର ୧୭୯କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୧୨,୦୧,୦୦୯ ସୁସ୍ଥ- ୧,୨୧,୫୬,୫୨୯ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।