You are currently viewing ଦେଶରେ ଦିନକରେ ୧୬,୯୪୬ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଦିନକରେ ୧୬,୯୪୬ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦିନକରେ ୧୬,୯୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୫ ଲକ୍ଷ ୧୨ ହଜାର ୦୯୩ କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୧୯୮ ଜଣଙ୍କ ଜୀବନ,ଏହାକୁ ମିଶାଇ ଦେଶରେ ମୋଟ କୋରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୭୨୭କୁ ବୃଦ୍ଧି ପାଇଛି । ଯାହା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଦେଶରେ କରୋନାରେ ମୋଟ ଆକ୍ଟିଭ କେସ୍ ୨,୧୩,୬୦୩, ସୁସ୍ଥ ସଂଖ୍ୟା ୧,୫୧,୭୨୭ ରହିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।