You are currently viewing ଦେଶରେ ଦିନକରେ ୧୮ ହଜାର ୦୮୮ କୋରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଦିନକରେ ୧୮ ହଜାର ୦୮୮ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ଦେଶରେ ଦିନକରେ ୧୮ ହଜାର ୦୮୮ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୩ ଲକ୍ଷ ୭୪ ହଜାର ୯୩୨କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୨୬୪ ଜଣଙ୍କ ଜୀବନ, ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୧୧୪କୁ ବୃଦ୍ଧି ପାଇଛି । ଏବେ ସୁଦ୍ଧା ଦେଶରେ ମୋଟ ଆକ୍ଟିଭ କେସ୍- ୨,୨୭,୫୪୬, ସୁସ୍ଥ-୯୯,୯୭,୨୭୨,ଯାହା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।