ନୂଆଦିଲ୍ଲୀ, ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ହଜାର ୨୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ମୋଟ ଆକ୍ରାନ୍ତ ସଂଖ୍ୟା ୧,୦୪,୩୧,୬୩୯କୁ ବୃଦ୍ଧି ପାଇଛି । କରୋନାରେ ୨୨୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୦ ହଜାର ୭୮୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୪,୧୯୦ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧,୦୦,୫୬,୬୫୧ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ