You are currently viewing ଆଜି ଦେଶରେ ୧୮,୮୫୫ କୋରୋନା ଆକ୍ରାନ୍ତ ଚିହ୍ନଟ

ଆଜି ଦେଶରେ ୧୮,୮୫୫ କୋରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ଦେଶରେ ଦିନକରେ ୧୮ ହଜାର ୮୫୫ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୭ ଲକ୍ଷ ୨୦ ହଜାର ୪୮କୁ ବୃଦ୍ଧି ପାଇଛି । ଦେଶରେ ୨୪ ଘଣ୍ଟାରେ କୋରୋନା ନେଲା ୧୬୩ ଜଣଙ୍କ ଜୀବନ । ଏହାକୁ ମିଶାଇ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୧୦କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ଟିଭ କେସ୍- ୧,୭୧,୬୮୬, ସୁସ୍ଥ ସଂଖ୍ୟା -୧,୦୩,୯୪,୩୫୨ । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।