ଜାମ୍ମୁ , ଜାମ୍ମୁ ଓ କାଶ୍ମୀରର ଅନନ୍ତନାଗରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଏନକାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଏନେଇ କାଶ୍ମୀର ଆଇଜି ବିଜୟ କୁମାର ସୂଚନା ଦେଇଛନ୍ତି ।
ପୋଲିସ, ସେନା ଏବଂ ସିଆରପିଏଫ ପକ୍ଷରୁ ମିଳିତ ଭାବେ ଏହି ଏନକାଉଣ୍ଟର ହୋଇଥିଲା ।ଅନ୍ୟ କିଛି ଆତଙ୍କ ବାଦୀ ଲୁଚି ରହିଥିବାରୁ ଅପରେଶନ ଜାରି ରହିଥିବା ସୂଚନା ମିଳିଛି ।
ଓଟିଟିରେ ରିଲିଜ୍ ହେବ ଅକ୍ଷୟଙ୍କ ‘ଓ ମାଇଁ ଗଡ୍-୨’ ଚଳଚ୍ଚିତ୍ରମହାନଦୀ ବ୍ରିଜରେ ଦୁର୍ଘଟଣା: ବିପଦଜନକ ଭାବେ ଝୁଲି ରହିଛି ଯାତ୍ରୀବାହୀ ବସ୍ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ନାରାବାଜି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବିହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣଆମେରିକାର ମେରିଲ୍ୟାଣ୍ଡରେ ଉନ୍ମୋଚିତ ହେବ ଆମ୍ବେଦକରଙ୍କ ସବୁଠୁ ବଡ ପ୍ରତିମୂର୍ତ୍ତିଲୋକସେବା ଭବନରେ ଲାଗିଲା ନିଆଁଦ୍ୱିତୀୟ ମ୍ୟାଲେରିଆ ଟିକା R21 / Matrix-M ଟିକାକୁ ଅନୁମତି ଦେଲା WHOପୂର୍ବଭଳି ତ୍ଵଚାର ଚମକକୁ ଫେରାଇ ଆଣିବାକୁ ଚାହାନ୍ତି, ତେବେ ଜାଣନ୍ତୁ ପାରାଦୀପ ବନ୍ଦର ହେବ ଗ୍ରିନ୍ ହାଇଡ୍ରୋଜେନ୍ ରପ୍ତାନି ହବ୍ଦିନିକିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଓ ଧର୍ମେନ୍ଦ୍ର ପ୍ରଧାନ