ଦିଲ୍ଲୀରେ ଏଣିକି ଯେଉଁମାନେ ମାସ୍କ ପିନ୍ଧବେ ନାହିଁ ସେମାନଙ୍କୁ ବର୍ତ୍ତମାନ ୨୦୦୦ ଟଙ୍କା ପର୍ଯ୍ୟନ୍ତ ଜୋରିମାନା ଦେବାକୁ ପଡିବ । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଅନିଲ ବୈଜଲଙ୍କ ସହ ଏ ବିଷୟରେ ଆଲୋଚନା କରିଛନ୍ତି । ପୂର୍ବରୁ ମାସ୍କ ପରିଧାନ ନକଲେ ୫୦୦ ଟଙ୍କା ଜୋରିମାନା ହୋଇଥିଲା। ଘରେ ରହି ଛଟ୍ ଉତ୍ସବ ପାଳନ କରନ୍ତୁ କହିଛନ୍ତିମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା