ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟାରେ ୨୦ ହଜାର ୦୨୧ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇ ,ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୨ ଲକ୍ଷ ୭ ହଜାର ୮୭୧କୁ ବୃଦ୍ଧି ପାଇଛି | ଗୋଟିଏ ଦିନରେ କୋରୋନା ନେଲା ୨୭୯ ଜଣଙ୍କ ଜୀବନ,ଦେଶରେ କୋରୋନା ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୭ ହଜାର ୯୦୧କୁ ବୃଦ୍ଧି ପାଇଛି |ମୋଟ ଆକ୍ଟିଭ କେସ୍ ୨,୭୭,୩୦୧ ରହିଥିବାବେଳେ ସୁସ୍ଥ ସଂଖ୍ୟା ୯୭,୮୨,୬୬୯,ରହିଛି | ଯାହା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି |
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି